ରାଜ୍ୟ

ଜିରୋ ନାଇଟ ପାଳନ ଚାଲିଥିବା ବେଳେ ଆକ୍ରମଣ: ୪ ଗୁରୁତର

ରମ୍ଭା ଥାନା ସବୁଳିଆ ଓଡ଼ିଆରପି କଲୋନିରେ ଜିରୋ ନାଇଟ ପାଳନ ଚାଲିଥିବା ବେଳେ ଘଟିଛି ଅଘଟଣ। ଏଠାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ସହ ଛୁରାମାଡ଼ କରାଯାଇଛି।  ଆକ୍ରମଣରେ ୪ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।  ସମସ୍ତଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।୪ ଜଣ ଯୁବକ ଗୁଳିମାଡ଼ କରିବା ସହ ଛୁରାମାଡ଼ କରିଥିବା ଜଣାପଡ଼ିଛି।  ପୁଲିସ ଘଟଣାର ତଦନ୍ତ କରିବା ସହ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ସବୁଳିଆ ଓଡ଼ିଆରପି କଲୋନିରେ ଜିରୋ ନାଇଟ ପାଳନ ଚାଲିଥିବା ବେଳେ ଘଟିଛି ଅଘଟଣ। ଏଠାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ସହ ଛୁରାମାଡ଼ କରାଯାଇଛି।  ଆକ୍ରମଣରେ ୪ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।  ସମସ୍ତଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

Leave a Reply

Your email address will not be published. Required fields are marked *