ରାଜ୍ୟ

ଭୁବନେଶ୍ୱରର ବୃଦ୍ଧି ସହ ଏହାର ପୁନଃ ବିକାଶ ଲାଗି ମଧ୍ୟ ଆମେ ଯୋଜନା କରୁଛୁ: ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର

Spread the love

ଭୁବନେଶ୍ୱର: ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ମଳିପଡା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ।  ନୂଆ ସହର  ନିର୍ମାଣ ପାଇଁ  ସିଙ୍ଗାପୁର ସରକାର  ଏହାର ଡ୍ରଇଂ  ଏବଂ ଡିଜାଇନ  ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର।

ନଗର ଉନ୍ନୟନ ମନ୍ତ୍ରୀ ଆହୁରି କହିଛନ୍ତି, ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭାବନେଶ୍ୱରକୁ ନେଇ ବଢିଛି  ଉତ୍କଣ୍ଠା। ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ମଳିପଡା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ। ନୂଆ ସହର ନିର୍ମାଣ ପାଇଁ  ସିଙ୍ଗାପୁର ସରକାର  ଏହାର ଡ୍ରଇଂ  ଏବଂ ଡିଜାଇନ  ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି। ଦୋଲେରା ଗିଫ୍ଟ ସିଟି ଢାଞ୍ଚାରେ ଏହାର ନିର୍ମାଣ ହେବା ନେଇ  ଚିନ୍ତା  କରାଯାଉଛି।

Leave a Reply

Your email address will not be published. Required fields are marked *

error: Content is protected !!