ବନ୍ୟା ପ୍ରଭାବିତ ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁରାଡିହା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବାଲେଶ୍ୱର ସଦର ବିଧାୟକ ମାନସ ଦତ୍ତ ଲୋକଙ୍କୁ ଶୁଖିଲା ଖାଦ୍ୟ ଓ ପାନୀୟ ଜଳ ବଣ୍ଟନ କରିଛନ୍ତି ।

ଆବଶ୍ୟକ ସହାୟତା ଓ ରିଲିଫ୍ ସାମଗ୍ରୀ ପ୍ରତ୍ୟେକ ବନ୍ୟା ବିପନ୍ନଙ୍କ ନିକଟରେ ପହଞ୍ଚାଇବା ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି ।

No WhatsApp Number Found!
WhatsApp us
