ଭୁବନେଶ୍ବର ବିମାନବନ୍ଦରରେ ପ୍ରବଳ ବର୍ଷା ଯୋଗୁ ଅବତରଣ କରିପାରିଲାନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ। ବିମାନ ବନ୍ଦରରେ ଓହ୍ଲାଇ ପାରିଲାନି ଏୟାର ଇଣ୍ଡିଆ ବିମାନ। ଫଳରେ ଏହା କୋଲକାତା ଅଭିମୁଖେ ଯାଇଛି।
ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ପ୍ରବଳ ବର୍ଷା ଯୋଗୁ ଅବତରଣ କରିପାରିଲାନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ। ବିମାନ ବନ୍ଦରରେ ଓହ୍ଲାଇ ପାରିଲାନି ଏୟାର ଇଣ୍ଡିଆ ବିମାନ। ଫଳରେ ଏହା କୋଲକାତା ଅଭିମୁଖେ ଯାଇଛି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।ଭୁବନେଶ୍ବର ବିମାନବନ୍ଦରରେ ପ୍ରବଳ ବର୍ଷା ଯୋଗୁ ଅବତରଣ କରିପାରିଲାନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ। ବିମାନ ବନ୍ଦରରେ ଓହ୍ଲାଇ ପାରିଲାନି ଏୟାର ଇଣ୍ଡିଆ ବିମାନ। ଫଳରେ ଏହା କୋଲକାତା ଅଭିମୁଖେ ଯାଇଛି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରୁ ଭୁବନେଶ୍ବର ଫେରୁଥିଲେ।
ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରୁ ଭୁବନେଶ୍ବର ଫେରୁଥିଲେ।