ରାଜ୍ୟ

ହୀରାକୁଦ ଜଳଭଣ୍ଡାରର ସ୍ଥିତିକୁ ନଜର ରଖି ଆଜି ସକାଳେ  ପୁଣି ଚାରିଟି ଗେଟ୍‌ ଖୋଲି ଦିଆଯାଇଛି। ହୀରାକୁଦ ଜଳଭଣ୍ଡାର ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ଏହାଫଳରେ ଏବେ ମୋଟ୍ ୨୦ଟି ଗେଟ୍ ଖୋଲାଯାଇଛି। ଏଥିମଧ୍ୟରୁ ବାମପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଖୋଲାରହିଛି।

Spread the love

ସମ୍ବଲପୁର/କଟକ: ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ହୀରାକୁଦ ଜଳଭଣ୍ଡାରର ସ୍ଥିତିକୁ ନଜର ରଖି ଆଜି ସକାଳେ  ପୁଣି ଚାରିଟି ଗେଟ୍‌ ଖୋଲି ଦିଆଯାଇଛି। ହୀରାକୁଦ ଜଳଭଣ୍ଡାର ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ଏହାଫଳରେ ଏବେ ମୋଟ୍ ୨୦ଟି ଗେଟ୍ ଖୋଲାଯାଇଛି। ଏଥିମଧ୍ୟରୁ ବାମପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଖୋଲାରହିଛି। ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି।ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ହୀରାକୁଦ ଜଳଭଣ୍ଡାରର ସ୍ଥିତିକୁ ନଜର ରଖି ଆଜି ସକାଳେ  ପୁଣି ଚାରିଟି ଗେଟ୍‌ ଖୋଲି ଦିଆଯାଇଛି। ହୀରାକୁଦ ଜଳଭଣ୍ଡାର ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ଏହାଫଳରେ ଏବେ ମୋଟ୍ ୨୦ଟି ଗେଟ୍ ଖୋଲାଯାଇଛି। ଏଥିମଧ୍ୟରୁ ବାମପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଖୋଲାରହିଛି।

ଅନ୍ୟପଟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଖୋଲାଯାଇ ଥିବାରୁ ମହାନଦୀରେ ବନ୍ୟା ଜଳସ୍ତର ବଢ଼ିବାର ଆଶଙ୍କା ରହିଛି। ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି। ଜନସାଧାରଣଙ୍କ ଜୀବନ ଏବଂ ସମ୍ପତ୍ତିର ସୁରକ୍ଷା ପାଇଁ ନଦୀକୂଳ ଅଞ୍ଚଳରେ ବସବାସ କରୁଥିବା ଲୋକେ ନଦୀ ଶଯ୍ୟାଠାରୁ ଦୂରେଇ ରହିବା ସହିତ ସମସ୍ତ ସତର୍କତାମୂଳକ ପଦକ୍ଷେପ ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଉଛି।

Leave a Reply

Your email address will not be published. Required fields are marked *