ରାଜ୍ୟ

ରାଜଧାନୀରେ ସ୍ବଚ୍ଛ ଭାରତ ଅଭିଯାନ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ବିଜେପି ରାଜ୍ୟ ସଭାପତି ଓ ଓଡ଼ିଶା ପ୍ରଭାରୀ

Spread the love

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିବସ ଅବସରରେ ବିଜେପି ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହେଉଛି। ରାଜଧାନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିବସ ଅବସରରେ ବିଜେପି ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହେଉଛି। ରାଜଧାନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି। ମାଷ୍ଟରକ୍ୟାଣ୍ଟିନ୍‌ ଛକଠାରେ ଆୟୋଜିତ ସ୍ବଚ୍ଛତା ଭାରତ ଅଭିଯାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି  ମନମୋହନ ସାମଲ ଓ ଓଡ଼ିଶା ବିଜେପି ପ୍ରଭାରୀ ବିଜୟ ସିଂ ତୋମାର୍ ପ୍ରମୁଖ ଅଂଶଗ୍ରହଣ କରିଥିଲେ।

ମାଷ୍ଟରକ୍ୟାଣ୍ଟିନ୍‌ ଛକଠାରେ ଆୟୋଜିତ ସ୍ବଚ୍ଛତା ଭାରତ ଅଭିଯାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି  ମନମୋହନ ସାମଲ ଓ ଓଡ଼ିଶା ବିଜେପି ପ୍ରଭାରୀ ବିଜୟ ସିଂ ତୋମାର୍ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏଥିରେ ବିଧାୟକ ବାବୁ ସିଂହ, ଜଗନ୍ନାଥ ପ୍ରଧାନଙ୍କ କେତେକ ଅନ୍ୟ ବିଜେପି ନେତା ବି ସାମିଲ ହୋଇଥିଲେ। 

Leave a Reply

Your email address will not be published. Required fields are marked *