ରାଜ୍ୟ

ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

Spread the love

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନର ଗୃହ କାର୍ଯ୍ୟ। ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘେ‌ାଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ପ୍ରଥମରୁ ଗୃହରେ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗରେ ପ୍ଲାଗ କାର୍ଡ ଦେଖାଇ ନାରାବାଜି ସହ ହଟ୍ଟଗୋଳ କରିଥିଲେ।ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନର ଗୃହ କାର୍ଯ୍ୟ। ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘେ‌ାଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ପ୍ରଥମରୁ ଗୃହରେ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗରେ ପ୍ଲାଗ କାର୍ଡ ଦେଖାଇ ନାରାବାଜି ସହ ହଟ୍ଟଗୋଳ କରିଥିଲେ। ପ୍ରଶ୍ନକାଳ ଆରମ୍ଭରୁ ସାର ଅଭାବ ପ୍ରସଙ୍ଗ ଉଠାଇ ନାରା ବାଜି କଲା ବିଜେଡି। ବାଚସ୍ପତିଙ୍କ ପୋଡିୟମ ତଳକୁ ଆସି ବିଜେଡି ବିଧାୟକମାନେ ପ୍ରତିବାଦ କରିଥିଲେ। ତେଣେ ନିଜ ନିଜ ଆସନରେ ଠିଆ ହୋଇ କଂଗ୍ରେସ ସଦସ୍ୟମାବେ ବି ପ୍ରତିବାଦ କରିଥିଲେ। ଏହାକୁ ଲକ୍ଷ୍ୟ କରି ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘେ‌ାଷଣା କଲେ ବାଚସ୍ପତି ସୁରମା ପାଢ଼ୀ।

ପ୍ରଶ୍ନକାଳ ଆରମ୍ଭରୁ ସାର ଅଭାବ ପ୍ରସଙ୍ଗ ଉଠାଇ ନାରା ବାଜି କଲା ବିଜେଡି। ବାଚସ୍ପତିଙ୍କ ପୋଡିୟମ ତଳକୁ ଆସି ବିଜେଡି ବିଧାୟକମାନେ ପ୍ରତିବାଦ କରିଥିଲେ। ତେଣେ ନିଜ ନିଜ ଆସନରେ ଠିଆ ହୋଇ କଂଗ୍ରେସ ସଦସ୍ୟମାବେ ବି ପ୍ରତିବାଦ କରିଥିଲେ। ଏହାକୁ ଲକ୍ଷ୍ୟ କରି ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘେ‌ାଷଣା କଲେ ବାଚସ୍ପତି ସୁରମା ପାଢ଼ୀ।

Leave a Reply

Your email address will not be published. Required fields are marked *