ରାଜ୍ୟ

କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ: ନଗର ଉନ୍ନୟନ ମନ୍ତ୍ରୀ

Spread the love

ଭୁବନେଶ୍ୱର: କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ବୋଲି ଆଜି ବିଧାନସଭାରେ ସ୍ପଷ୍ଟୋକ୍ତି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ।

କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ବୋଲି ଆଜି ବିଧାନସଭାରେ ସ୍ପଷ୍ଟୋକ୍ତି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ । ସେ କହିଛନ୍ତି, ଏହି ପ୍ରକଳ୍ପ ଏବେ ରାଜ୍ୟ ସରକାରଙ୍କ ପରୀକ୍ଷାଧୀନ ରହିଛି। ଏଥିପାଇଁ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି ଗଠନ କରାଯାଇଛି। କମିଟିର ରିପୋର୍ଟ ଓ ସୁପାରିଶ ପ୍ରାପ୍ତ ହେବା ପରେ ସରକାର ଆଗାମୀ ଦିନରେ ଅନ୍ତିମ ସିଦ୍ଧାନ୍ତ ନେବେ।

Leave a Reply

Your email address will not be published. Required fields are marked *