ରାଜ୍ୟ ସମ୍ପାଦିକା ସିପ୍ରା ବାଜପେୟୀ Independent Director ଭାବେ RCF (RASTRIYA Chemical and Fertilizers Ltd) ଯୋଗଦାନ କଲେ, ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ ଓ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି
Post Views: 27