Uncategorized

ମହାନଦୀ ଜଳ ବିବାଦ ମାମଲା, ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Spread the love

ଭୁବନେଶ୍ବର: ମହାନଦୀ ଜଳ ବିବାଦ ମାମଲା ।  ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ ।  କାଲି ଉଭୟ ରାଜ୍ୟ ଜଏଣ୍ଟ ଟେକ୍ନିକାଲ ଟିମ୍ ମଧ୍ୟରେ ବୈଠକ ବସିବ ।  ଗତ ନଭେମ୍ବର ୧୦ ତାରିଖରେ ମୁଖ୍ୟ ଶାସନ ସଚିବ ସ୍ତରୀୟ ବୈଠକ ବସିଥିଲା ।  ଉଭୟ ରାଜ୍ୟର ବୈଷୟିକ ଟିମଙ୍କ ମଧ୍ୟରେ ୬ଥର ଆଲୋଚନା ହୋଇଛି ।  ଆସନ୍ତା ୨୦ ତାରିଖରେ ଟ୍ରିବ୍ୟୁନାଲ ଶୁଣାଣି କରିବାକୁ ଯାଉଛନ୍ତି ।  ତା ପୂର୍ବରୁ ଆସନ୍ତାକାଲି ବୈଠକ ବସିବ ବୋଲି ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Leave a Reply

Your email address will not be published. Required fields are marked *