ଭୁବନେଶ୍ବର : ନୂଆ ସକାଳ, ନୂଆ ଆରମ୍ଭ । ଠାକୁରଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବାକୁ ବିଭିନ୍ନ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଛି । ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଜମିଛି । ବର୍ଷଟି ଭଲରେ କଟିବା ସହ ପରିବାରର ମଙ୍ଗଳ କାମନା କରିଛନ୍ତି ।
No WhatsApp Number Found!
WhatsApp us
