ଯାଜପୁର: ଯାଜପୁରରେ ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଚେନ୍ନାଇ ସେଣ୍ଟ୍ରାଲ-ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି । ବଡ଼ ଦୁର୍ଘଟଣାରୁ ଟଳିଗଲା । ସୌଭାଗ୍ୟବଶତଃ ଏହି ଘଟଣାରେ କୌଣସି ଯାତ୍ରୀ ଆହତ ହୋଇନାହାନ୍ତି ଏବଂ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି ।
No WhatsApp Number Found!
WhatsApp us
